ନବୀନଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ମୁମ୍ୱାଇ ସ୍ଥିତ କୋକିଳାବେନ ଧୀରୁଭାଇ ଆମ୍ବାନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହେଉଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଏହି ସମୟରେ ପୂର୍ବତନ ସାଂସଦ ଅମର ପଟ୍ଟନାୟକ, ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଲୋପମୁଦ୍ରା ବକ୍ସିପତ୍ର ମଧ୍ୟ ଉପସ୍ଥିତ ଥିଲେ ।

The post ନବୀନଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ appeared first on orissaleads.

News