ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ
ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ସୁକିନ୍ଦା ନିର୍ବାଚନ ମଣ୍ଡଳୀ କାଳିଆପାଣି, ରାଁସୋଳ,ଚିଙ୍ଗୁଡ଼ିପାଳ ପଞ୍ଚାୟତର ବିଜୁ ଜନତା ଦଳର ସମସ୍ତ ପଞ୍ଚାୟତ ସ୍ତରୀୟ ନେତୃବୃନ୍ଦ ଭୁବନେଶ୍ୱର ନୟାପଲ୍ଲୀ ଠାରେ ପହଞ୍ଚି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇଙ୍କୁ ଭେଟିବା ସହିତ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
The post ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ appeared first on orissaleads.
News