ମୃତକଙ୍କ ବାସଭବନରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଲେ ଇଂ ପ୍ରୀତିରଞ୍ଜନ
ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦୀ ବ୍ଲକ ପଙ୍କପାଳ ପଞ୍ଚାୟତ ମନୋହରପୁର ଗ୍ରାମର ଲଷ୍ମୀଧର ନାୟକଙ୍କ ଦେହାନ୍ତ ହୋଇ ଯାଇଛି । ଏହି ଖବର ପାଇ ତାଙ୍କ ବାସଗୃହକୁ ଯାଇ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ଏହା ସହିତ ତାଙ୍କ ପରିବାର ବର୍ଗଙ୍କୁ ଭେଟି ସାନ୍ତ୍ୱନା ଦେବା ସହିତ ସମବେଦନା ଜଣାଇଥିଲେ ।
The post ମୃତକଙ୍କ ବାସଭବନରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଲେ ଇଂ ପ୍ରୀତିରଞ୍ଜନ appeared first on orissaleads.
News