ମଙ୍ଗଳା ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ଯୋଗଦାନ
ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦୀ ବ୍ଲକ୍ ରାଣୀପଡା ଗାଁରେ ନିର୍ମାଣ ହୋଇଥିବା ମଙ୍ଗଳା ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ । ସେଠାରେ ପୂଜାର୍ଚ୍ଚନ କରିବା ସହିତ ମା ମଙ୍ଗଳାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରିଥିଲେ । ଆୟୋଜକ ଗ୍ରାମବାସୀଙ୍କ ପକ୍ଷରୁ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା ।
The post ମଙ୍ଗଳା ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଇଂ ପ୍ରୀତିରଞ୍ଜନ ଘଡାଇଙ୍କ ଯୋଗଦାନ appeared first on orissaleads.
News